Find the Best julietsquill Shayari, Status, Quotes from top creators only on Nojoto App. Also find trending photos & videos about romeo and juliet love story, romeo and juliet love at first sight persuasive essay, romeo and juliet love at first sight, love julie kim, romeo juliet love story,
JulietsQuill
#ମାଆ ଆଉ ଜହ୍ନମାମୁଁ ସେଇ ପୁନେଇ ନିରୋଳା ରାତିରେ କୁସୁମା କହୁଥାଏ ଜହ୍ନ କୁ ଚାହିଁ.... "ଏ ମା! ଏ ଜହ୍ନ ମାମୁଁ! ତୁମ ଦେହଯାକ କଳାରଂଗତକ କିଏ ବୋଳିଦେଲା ମ? ଆସ ତଳକୁ ଓହ୍ଲାଇ ଆସ, ମୁଁ ମୋ ମାଆ ଙ୍କୁ କହି ତୁମକୁ ପୁରା ସଫା କରିଦେବି ଯେମିତି ତୁମେ ଥିଲ ଠିକ୍ ସେମିତି! ମୋ ମାଆ ନା ଖୁବ୍ ଭଲ ମଣିଷ ସେ ବିଲକୁଲ ରାଗିବେନି।ତୁମେ ନ ଡରି ତଳକୁ ଆସ ତ! ମୋ ମାଆ MAGIC ଜାଣନ୍ତି ଯେ! ସମସ୍ତଙ୍କୁ ଭଲ ପାଆନ୍ତି।" ମୁଁ ତଳ ମହଲାରେ ଥାଇ ଏସବୁ ଶୁଣିସାରି ବିଭୋର ହୋଇ ଉଠୁଥିଲି ।ଅବଶ୍ଯ ସେଦିନ "ମାତୃ ଦିବସ" ନଥିଲା ତଥାପି ମାତୃତ୍ୱର ଦିବ୍ଯ ସ୍ପର୍ଶ କରୁଥିଲି ମୋ ଝିଅ କୁସୁମା ର ତା' ମା' ପ୍ରତି ଥିବା ପ୍ରଗାଢ ପ୍ରତ୍ଯୟ କୁ ଦେଖି! ©JulietsQuill #lonelynight ମାଆ ଆଉ ଜହ୍ନ #odiawritings #odia #OdiaGapa #odiastory #odianojoto #Odiaquotes #julietsquill #Saubhagyalaxmi99 #saubhagyalaxmi_juliet
About Nojoto | Team Nojoto | Contact Us
Creator Monetization | Creator Academy | Get Famous & Awards | Leaderboard
Terms & Conditions | Privacy Policy | Purchase & Payment Policy Guidelines | DMCA Policy | Directory | Bug Bounty Program
© NJT Network Private Limited