Nojoto: Largest Storytelling Platform

Best anuchinta Shayari, Status, Quotes, Stories

Find the Best anuchinta Shayari, Status, Quotes from top creators only on Nojoto App. Also find trending photos & videos about

  • 2 Followers
  • 2 Stories
    PopularLatestVideo

Diptimayee Nayak

mute video

Bhagawan Panigrahi

#anuchinta

read more
💝 *ଆଜିର ଅନୁଚିନ୍ତା*💝
🌷🌻 *ତାରିଖ-୦୯/୦୬/୨୦୧୯*🌻🌷
*କର୍ମ ଯଥାର୍ଥ, ଧର୍ମ ଆଦର୍ଶ, ଏହାକୁ ମନେ ରଖିବାକୁ ହେବ ।କାମ, କ୍ରୋଧ, ମୋହ, ଲୋଭ, ସ୍ୱାର୍ଥ, ଅହଂକାରଠାରୁ ଯିଏ ଦୂରରେ ରହିପାରେ, ଅନ୍ୟର ମଙ୍ଗଳ କାମନା କରିପାରେ ସେ ସର୍ବଦା ସୁଖରେ ବାସ କରିପାରେ ।।*
*କେବଳ ଭଜନ ପୂଜନ କଲେ ମୁକ୍ତି ମିଳିପାରେ ନାହିଁ । ଏହାସହିତ ସତ୍ କର୍ମ, ଆଚରଣ, ନିଷ୍ଠା ଜଡିତ ହେବା ଆବଶ୍ୟକ ।।*
*କେହି ଶହେ ବର୍ଷ ବଂଚି ଯଦି ଖରାପ କାମ କରୁଥାଏ ତେବେ ତାର ବଂଚିବା ମରିବାରେ କିଛି ଫରକ ନଥାଏ ।।*
*ଖରାପ ଆଚରଣ ତ୍ୟାଗ କରିବା ସଙ୍ଗେ ସଙ୍ଗେ ନିଜେ ଶୁଦ୍ଧ ହେବା ସହିତ ନିଜର ଭାଷା, କର୍ମକୁ ଶୁଦ୍ଧ କରି ଦୟା, କ୍ଷମା, ସତ୍ୟ, ପ୍ରେମକୁ ଆପଣେଇବା ଦରକାର । ଏହାଦ୍ୱାରା ଜୀବନର ସକଳ ସୁଖ ଲାଭ କରାଯାଇପାରେ ।।*
🙏🙏🏻🙏🙏🏻🙏🙏🏻🙏🙏🏻🙏🙏🏻 #anuchinta


About Nojoto   |   Team Nojoto   |   Contact Us
Creator Monetization   |   Creator Academy   |  Get Famous & Awards   |   Leaderboard
Terms & Conditions  |  Privacy Policy   |  Purchase & Payment Policy   |  Guidelines   |  DMCA Policy   |  Directory   |  Bug Bounty Program
© NJT Network Private Limited

Follow us on social media:

For Best Experience, Download Nojoto

Home
Explore
Events
Notification
Profile